୧୫ଟି ଜିଲ୍ଲାରେ କାଳବୈଶାଖୀ ନେଇ ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟରେ କାଳବୈଶାଖୀ ସତର୍କତା। ଉପକୂଳ ସହ ଆଭ୍ୟନ୍ତରୀଣ ଓଡ଼ିଶାର ୧୫ଟି ଜିଲ୍ଲାରେ ସକାଳ ୧୧ଟା ୩୦ ମିନିଟ ମଧ୍ୟରେ ବଜ୍ରପାତର ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ।  ଢେଙ୍କାନାଳ, ଅନୁଗୁଳ, ମୟୂରଭଂଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ଘଡ଼ଘଡ଼ି, ବଜ୍ରପାତ ସହ କୁଆପଥର ବର୍ଷା ହେବା ସମ୍ଭାବନା ରହିଛି।

ଏହି ସବୁ ଅଞ୍ଚଳରେ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

 

 

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like