କାଳବୈଶୀଖୀ ବର୍ଷା ନେଇ ୧୩ଟି ଜିଲ୍ଲାକୁ ସତର୍କତା

ଭୁବନେଶ୍ୱର: କାଳବୈଶାଖୀ ପ୍ରଭାବରେ ଆଜି ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ହେବା ନେଇ ୧୩ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଅନୁଗୁଳ, ଢେଙ୍କାନାଳ ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ାବାସୀଙ୍କୁ ସନ୍ଧ୍ୟା ୬ଟା ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଆଜି କାଳ ବୈଶାଖୀର ପ୍ରଭାବରେ ଏହିସବୁ ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି ସହ ବର୍ଷା ଓ ଘଣ୍ଟାକୁ ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି। ତେଣୁ ଏହି ସମୟରେ ଘରୁ ପଦାକୁ ନ ବାହାରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like