ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ସତର୍କତା। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଆକାଶ ମେଘାଛନ୍ନ ରହିବା ସହ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସହ ଘଡ଼ଘଡ଼ି ଓ କୁଆପଥର ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ଏହି ସମୟରେ ଘଣ୍ଟାପ୍ରତି ୪୫ରୁ ୬୫ କିଲୋମିଟର ବେଗରେ ପବନ ବହିବାର ପୂର୍ବାନୁମାନ ମଧ୍ୟ କରିଛି ପାଣିପାଗ ବିଭାଗ। ଏହି ସମୟରେ ସମୁଦ୍ରରେ ଉଚ୍ଚ ଜୁଆର ଆସିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀ ମାନେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

ଗତକାଲି ରାଜ୍ୟରେ ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ବର୍ଷା ହୋଇଥିଲା। ସେପଟେ ଗତକାଲି ଟିଟଲାଗଡରେ କିନ୍ତୁ ପାରଦ ୪୧.୫ ଡିଗ୍ରୀ ରହିଥିବାବେଳେ ବଲାଙ୍ଗିରରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିଲା।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like