ଝଡ଼ତୋଫାନ ସହ ବଜ୍ରପାତ ସମ୍ଭାବନା; ୨୧ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଝଡ଼ତୋଫାନ ଓ ବଜ୍ରପାତ ନେଇ ୨୧ଟି ଜିଲ୍ଲାକୁ ସତର୍କ ସୂଚନା। ଗଞ୍ଜାମ, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ,ଯାଜପୁର, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଦେବଗଡ଼, ଅନୁଗୁଳ,ଜଗତସିଂହପୁର, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର,ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଆଜି ଦିନ ୧୧ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏ ସମୟରେ ଘରୁ ନ ବାହାରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି।

You might also like