ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସାରା ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଆଜି ମଧ୍ୟ କିଛି ଅଞ୍ଚଳରେ ଝଡ଼ତୋଫାନ ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଦିନ ୧୧ଟା ୩୦ ଯାଏ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ନେଇ ୫ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ଯାଜପୁର।

You might also like