ଆସନ୍ତାକାଲି ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ

ଭୁବନେଶ୍ୱର: ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ। ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ସକାଳ ୧୧ ଟାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର ପରୀକ୍ଷା ଫଳ ଘୋଷଣା କରିବେ।  ଏହାପରେ ଛାତ୍ରଛାତ୍ରୀ ମାନେ www.chseodisha.nic.in ଏବଂ www.orissaresults.nic.in ୱେବସାଇଟ୍‌ରେ ନିଜ ରୋଲ୍ ନମ୍ବର ଓ ରେଜିଷ୍ଟ୍ରେସନ୍ ନମ୍ବର ଦେଇ ପରୀକ୍ଷା ଫଳ ଦେଖିପାରିବେ।

ଚଳିତ ବର୍ଷ ୯୫ହଜାରରୁ ଅଧିକ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଦେଇଛନ୍ତି। ଗତ ବର୍ଷ ଯୁକ୍ତ ଦୁଇ ବିଜ୍ଞାନରେ ୯୦ହଜାର ୬୪୩ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୭୩ ହଜାର ୫୨୩ଜଣ ପାସ୍ କରିଥିଲେ। ପାସ୍ ହାର ଥିଲା ୮୧.୧୧ ପ୍ରତିଶତ।

ଆହୁରି ପଢ଼ନ୍ତୁ

ଆଜି ଭୁବନେଶ୍ୱରରୁ ୩୦୬ କରୋନା ପଜିଟିଭ୍ ଚିହ୍ନଟ

ଶିଶୁଙ୍କୁ କରୋନାରୁ ଆରୋଗ୍ୟ କରାଇବ ମା’କ୍ଷୀର

ପୋଲ ତଳକୁ ଖସି ପଡ଼ିଲା ୩୦ ଯବାନଙ୍କୁ ନେଇ ଯାଉଥିବା ବସ୍

ବିଦ୍ୟୁତ କାଟକୁ କେନ୍ଦ୍ର କରି କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

‘ଓଡ଼ିଶାର ସ୍ଵାସ୍ଥ୍ୟ ଠିକ୍ ନାହିଁ, ବିଗିଡ଼ିି ଯାଇଛି’

‘କରୋନା କଣ ଆମେ ଜାଣିନୁ’

‘ଉଦ୍ଦେଶ୍ୟମୂଳକ ଭାବେ ଓଟିଭିର ଛବି ମଳିନ କରିବାକୁ ଅପଚେଷ୍ଟା ହେଉଛି’

କଟକର ଏକ କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ

ପୋଖରୀରୁ ମିଳିଲା ନିଖୋଜ ମା’ଙ୍କ ସମ୍ପର୍କରେ ଅଭିଯୋଗ କରିବାକୁ ଆସିଥିବା ଝିଅର ମୃତଦେହ

୨୪ ଘଣ୍ଟାରେ ଓଡ଼ିଶାରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ଦିନକରେ ୪,୨୪୨ ପଜିଟିଭ୍‌ ଚିହ୍ନଟ

ଦିଅର-ଭାଉଜଙ୍କ ବିବାହକୁ ବିରୋଧ: ଜୋତାମାଳ ପିନ୍ଧାଇ ଗାଁ ବୁଲାଇଲେ ଲୋକେ, ଭିଡିଓ ଭାଇରାଲ

You might also like