ଜଳିଗଲା ଟୁରିଷ୍ଟ ବସ୍

ଭୁବନେଶ୍ୱର: ରାଜଧାନୀରେ ଜଳିଗଲା ଟୁରିଷ୍ଟ ବସ୍। ବାଣୀବିହାର ସତସଙ୍ଗ ବିହାର ନିକଟରେ ଏଭଳି ଘଟଣା ଘଟିଛି।

ଗତକାଲି ରାତିରେ ପାର୍କିଂ କରାଯାଇଥିବା ବେଳେ ନିଆଁ ଲାଗି ଥିବାର ସୂଚନା ମିଳିଛି। ବସଟି ଜଳିବା ସମୟରେ କୌଣସି ଯାତ୍ରୀ କିମ୍ବା ଡ୍ରାଇଭର ନଥିଲେ।

ନିଆଁର କାରଣ ଅସ୍ପଷ୍ଟ। ତେବେ ଟୁରିଷ୍ଟ ବସ୍ କେଉଁଠାରୁ କେଉଁଠିକୁ ଯାଉଥିଲା ତାହା ମଧ୍ୟ କିଛି ଜଣାପଡ଼ିନାହିଁ।

ବସଟିକୁ ଜାଳି ଦେଇଥିବାର ସନ୍ଦେହ କରାଯାଉଛି। ଅନ୍ୟପକ୍ଷରେ, ଅଗ୍ନିଶମ ବିଭାଗ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like