ବଗି ଛାଡି ପଳାଇଲା ମାଲବାହୀ ଟ୍ରେନର ଇଞ୍ଜିନ

ରାଉରକେଲା : ବଗି ଛାଡି ପଳାଇଲା ମାଲବାହୀ ଟ୍ରେନର ଇଞ୍ଜିନ। ଏଭଳି ଅଭାବନୀୟ ଘଟଣା ଘଟିଛି ରାଉରକେଲା ରେଳ ଷ୍ଟେସନ ନିକଟରେ। ଆଜି ଷ୍ଟେସନରୁ ୪ କିଲୋମିଟର ଦୂର ବିରଜାପାଲି STI  ଲେଭଲ କ୍ରସିଂ ନିକଟରେ ଏକ କୋଇଲା ବୋଝେଇ ମାଲଗାଡି ଇଞ୍ଜିନର ୧୦ଟି ବଗି ଅନ୍ୟ ବଗି ଗୁଡିକଠାରୁ ଅଲଗା ହୋଇ ଆଗକୁ ଚାଲି ଯାଇଥିଲା। ବାକି ୧୮ଟି ବଗି ରେଳ ଧାରଣାରେ ରହି ଯାଇଥିଲା।

ପ୍ରାୟ ୧ କିଲୋମିଟର ଗଲା ପରେ ମାଲଗାଡିର ଡ୍ରାଇଭର ଏହ ଜାଣିପାରି ଟ୍ରେନକୁ ଅଟକାଇଥିଲେ।   ପରେ ଅନ୍ୟ କର୍ମଚାରୀଙ୍କ ସହାୟତାରେ ବଗିକୁ ଲିଙ୍କ୍‌ କରାଯାଇଥିଲା। କଫଲିଙ୍କ ଖୋଲିଯିବା କାରଣରୁ ଏପରି ହୋଇଥିବା ରେଲୱେ ପକ୍ଷରୁ କୁହାଯାଇଥିଲା।  ଏଥିଯୋଗୁଁ ଏହି ଟ୍ରାକ୍‌ରେ ଅଧ ଘଣ୍ଟା ପର୍ଯ୍ୟନ୍ତ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା।

ଆହୁରି ପଢ଼ନ୍ତୁ

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

You might also like