ଟ୍ରକ୍ ଚାପାରେ ସ୍କୁଲ୍ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଘଟଣା: ଡ୍ରାଇଭର ଗିରଫ

ଭଦ୍ରକ: ଭଦ୍ରକ ଜିଲ୍ଲା ରାହାଞ୍ଜରେ ଟ୍ରକ୍‌ ଦୁର୍ଘଟଣାରେ ୫ ସ୍କୁଲ୍‌ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଟ୍ରକ୍‌ ଡ୍ରାଇଭର ଦେବଲମ୍‌ ଭେଙ୍କଟାଦ୍ରିକୁ ପୋଲିସ୍‌ ଗିରଫ କରିଛି ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ୍‌ ନିକଟରୁ ଭେଙ୍କଟକୁ ଗିରଫ କରାଯାଇଛି। ଏନେଇ ଏକ ସାମ୍ୱାଦିକ ସମ୍ମିଳନୀରେ ଭଦ୍ରକ SDPO ଜଳଧର ଜାଲିଙ୍କ ସୂଚନା ଦେଇଛନ୍ତି।

ଅଭିଯୁକ୍ତ ଡ୍ରାଇଭର କହିବା ଅନୁଯାୟୀ, ବ୍ରେକ୍ ଫେଲ୍ ହେବାରୁ ଭାରସାମ୍ୟ ହରାଇ ଟ୍ରକ୍‌ଟି ପିଲାଙ୍କ ଉପରେ ମାଡ଼ି ଯାଇଥିଲା। ଟ୍ରକ୍‌ରେ ଗହମ ନେଇ ବିହାରରୁ ବେଙ୍ଗାଲୁରୁ ଯାଉଥିବା ସମୟରେ ଏହି ଅଘଟଣ ଘଟିଥିଲା।

ସୂଚନାଥାଉ କି, ଗତ ୧୯ ତାରିଖରେ ସ୍କୁଲ ପିଲାଙ୍କୁ ଧକ୍କା ଦେବା ପରେ ଡ୍ରାଇଭର ଓ ହେଲ୍‌ପର୍‌ ଫେରାର ହୋଇ ଯାଇଥିଲେ।  ଏଥିରେ ୫ ଜଣ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୬ ଜଣ ଆହତ ହୋଇଥିଲେ।

ପଢ଼ନ୍ତୁ: ସ୍କୁଲ ଫେରନ୍ତା ପିଲାଙ୍କୁ ଦଳିଦେଲା ଟ୍ରକ୍

ଆହୁରି ପଢ଼ନ୍ତୁ

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

You might also like