ହକି ମ୍ୟାଚ୍‌ ବେଳେ ବଜ୍ରପାତ, ୩ ମୃତ

ସୁନ୍ଦରଗଡ଼ : ହକି ମ୍ୟାଚ୍‌ ବେଳେ ବଜ୍ରପାତ। ଗଲା ୩ ଜଣଙ୍କ ଜୀବନ। ସୁନ୍ଦରଗଡ଼ ଜିଲ୍ଲା ତଳସରା ଥାନା ଶଙ୍କରାବାହାଲ ଗାଁରେ ଘଟିଛି ଏହି ଅଘଟଣ। ହକି ମ୍ୟାଚ୍ ଚାଲିଥିବା ବେଳେ ପ୍ରଥମେ ବର୍ଷା ହୋଇଥିଲା। ଏହାପରେ ବର୍ଷାରୁ ରକ୍ଷା ପାଇବା ପାଇଁ ଏକ ଗଛତଳେ ଆଶ୍ରୟ ନେଇଥିଲେ ଏମାନେ।

ଏହି ସମୟରେ ବଜ୍ରପାତ ଘଟିଥିଲା। ଫଳରେ ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହେବା ସହ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି। ୩ ମୃତକଙ୍କ ମଧ୍ୟରେ ୨ ଭାଇ ଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

You might also like