ଅନୁଗୁଳ ବସ୍‌ଷ୍ଟାଣ୍ଡରୁ ୨ ଶିଶୁଙ୍କୁ ଉଦ୍ଧାର କଲେ ଲୋକେ

ଅନୁଗୁଳ: ଅନୁଗୁଳ ବସ୍‌ଷ୍ଟାଣ୍ଡରେ ବୁଲୁଥିବାଳେ ୨ ଶିଶୁଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି। ଦୁଇ ଶିଶୁଙ୍କୁ ଉଦ୍ଧାର କରି ସ୍ଥାନୀୟ ଲୋକେ ପୋଲିସ ଜିମା ଦେଇଛନ୍ତି।

ସୂଚନା ଅନୁସାରେ, ଉଦ୍ଧାର ହୋଇଥିବା ଦୁଇ ଶିଶୁ ଭାଇ ଭଉଣୀ ବୋଲି ଜଣାପଡ଼ିଛି।  ଅନୁଗୁଳ ଥାନାରେ ଦୁଇ ଶିଶୁଙ୍କୁ ରଖି ସେମାନଙ୍କ ପରିଚୟ ଜାଣିବା ପାଇଁ ପୋଲିସ ଉଦ୍ୟମ ଜାରି ରଖିଛି।

ଦୁଇ ଶିଶୁଙ୍କ ଘର ଢେଙ୍କାନାଳରେ ହୋଇଥିବା ଭଉଣୀ ଜଣକ କହୁଥିବାବେଳେ ଆଉ କିଛି କହିପାରୁନାହାନ୍ତି। ତେବେ ଉଦ୍ଧାର ହୋଇଥିବା ଦୁଇ ଶିଶୁଙ୍କୁ ସିଡବ୍ଲୁସିକୁ ହସ୍ତାନ୍ତର କରାଯିବା ବୋଲି ପୋଲିସ କହିଛି।

ଆହୁରି ପଢ଼ନ୍ତୁ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ରାଜ୍ୟରେ ବଢ଼ିଲା ବିଦ୍ୟୁତ୍ ଦର

ବରିଷ୍ଠ IPS ସ୍ତରରେ ଅଦଳବଦଳ

୨୫ରୁ ପୁଣି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୧ କରୋନା ଆକ୍ରାନ୍ତ

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଦୁଷ୍କର୍ମ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଦିଅ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

You might also like