ବିଜେପି ଅଫିସକୁ ବୋମା ମାଡ଼

ଭୁବନେଶ୍ୱର : ଭୁବନେଶ୍ୱରସ୍ଥିତ ରାଜ୍ୟ ବିଜେପି କାଯ୍ୟାଳୟ ଉପରେ ବୋମାମାଡ଼। ଏହି ଘଟଣାରେ ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି। ଆଜି ସନ୍ଧ୍ୟାରେ ଦୁଇ ଜଣ ଯୁବକ ପାର୍ଟି ଅଫିସକୁ ଆସି ଦୁଇଟି ବୋମା ଫିଙ୍ଗି ଫେରାର ହୋଇଯାଇଥିଲେ। ତେବେ ଖାରବେଳନଗର ଥାନା ପୋଲିସ ୨ ଜଣଙ୍କୁ ଗିରଫ କରିଛି।

ପୋଲିସ ଘଟଣାସ୍ଥଳରୁ ସୁତୁଲି ଓ କିଛି ଲୁହା କଣ୍ଟା ଜବତ କରିଛି। ଅଭିଯୋଗ ଅନୁସାରେ ଏହି ଦୁଇ ଯୁବକ ପାର୍ଟି ଅଫିସକୁ ଲକ୍ଷ୍ୟ କରି ବୋମା ଫିଙ୍ଗିବା ପରେ ଫେରାର ହୋଇଯାଇଥିଲେ। ପ୍ରଥମେ ପାର୍ଟି ଅଫିସରେ ଥିବା ସିକ୍ୟୁରିଟି ଗାର୍ଡଙ୍କୁ ଗାଳିଗୁଲଜ ପରେ ବୋମା ଫିଙ୍ଗିଥିବା ଅଭିଯୋଗ ହୋଇଛି।

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like