ଦୁଇ ଓଡ଼ିଆଙ୍କୁ ପଦ୍ମଶ୍ରୀ

ଭୁବନେଶ୍ୱର : ଦୁଇ ଓଡ଼ିଆ ପ୍ରଭାକର ମହରାଣା ଓ ଗୋବର୍ଦ୍ଧନ ପାଣିକାଙ୍କୁ ସମ୍ମାନଜନକ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ। ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଉଭୟଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରିଛନ୍ତି।

ମୂର୍ତ୍ତିକଳା ପାଇଁ ପ୍ରଭାକାର ଓ ବୟନ କଳା ପାଇଁ ଗୋବର୍ଦ୍ଧନଙ୍କୁ ପଦ୍ମଶ୍ରୀ ପ୍ରଦାନ କରାଯାଇଛି। ଏଥିସହ ସଂଗୀତକାର ଇଲାୟା ରାଜା, ଉସ୍ତାଦ ଗୁଲାମ ମୁସ୍ତାଫା ଖାଁ ଓ ପି. ପରମେଶ୍ୱରନଙ୍କୁ ପଦ୍ମବିଭୂଷଣ ପ୍ରଦାନ କରାଯାଇଥିବା ବେଳେ ଟେନିସ୍ ତାରକା ସୋମଦେବ ବର୍ମନ୍‌ଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଇଛି। ଉତ୍ସବରେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରମୁଖ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ

ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

ରାଜ୍ୟରେ ଆଉ ୨୮୨ କରୋନା ପଜିଟିଭ୍‌‌ ଚିହ୍ନଟ, ୨୬ଟି ଲୋକାଲ୍ କେସ୍

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

କରୋନା ଅପ୍‌ଡେଟ୍: ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

‘ମୁହଁ ନ ଖୋଲି ରଥଯାତ୍ରା ବନ୍ଦ କଲେ, ଜଗନ୍ନାଥ ସବୁ ଦେଖୁଛନ୍ତି’

ସୁପ୍ରିମକୋର୍ଟରେ ଝୁଲୁଛି ରଥଯାତ୍ରା ଭାଗ୍ୟ: ଆସନ୍ତାକାଲି ଶୁଣାଣି

You might also like