ଗୁଜରାଟ ଅଞ୍ଚଳର ଦୁଇ ନାବାଳିକା ସୋରରୁ ଉଦ୍ଧାର

ବାଲେଶ୍ୱର : ବାଲେଶ୍ୱର ସୋର ଅଞ୍ଚଳରରୁ ଗୁଜରାଟର ଦୁଇ ନାବାଳିକା ଉଦ୍ଧାର। ଗୁଜରାଟ ପୋଲିସର ୧୨ ଜଣିଆ ଟିମ୍ ସହାୟତାରେ ଦୁଇ ନାବାଳିକାଙ୍କୁ ଉଦ୍ଧାର କରିଛି ସୋର ପୋଲିସ। ମାମଲାରେ ରାହୁଲ ମୋତିଭାଇ ନାମକ ଜଣେ ଯୁବକଙ୍କୁ ଗିରଫ କରିଛି ପୋଲିସ। ଅନ୍ୟ ଜଣେ ଯୁବକ ଫେରାର ହୋଇଯାଇଛି।

ବିବାହ ପ୍ରଲୋଭନ ଦେଖାଇ ଗୁଜରାଟ ଗୁରଭି ଥାନା ଅଞ୍ଚଳରୁ ଦୁଇ ନାବାଳିକାଙ୍କୁ ସେହି ଅଞ୍ଚଳର ଦୁଇ ଯୁବକ ବାଲେଶ୍ୱର ନେଇ ଚାଲିଆସିଥିଲେ। ଜଣେ ଯୁବକ ସୋର ଏବଂ ଅନ୍ୟ ଜଣେ ଯୁବକ ସିମୁଳିଆ ଥାନା ଅଞ୍ଚଳରେ ଘରଭଡ଼ା ନେଇ ରହୁଥିଲେ। ଦୁଇ ନାବାଳିକଙ୍କ ସହ ଗିରଫ ଯୁବକଙ୍କୁ ନେଇ ପୋଲିସ ଗୁଜରାଟ ଯାଇଛି।

ଆହୁରି ପଢ଼ନ୍ତୁ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

You might also like