ଏନକାଉଣ୍ଟରରେ ୨ ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର ଆହତ

କଟକ: କଟକରେ ପୁଣି ଏନକାଉଣ୍ଟର। ସଦରଥାନା  ଅଞ୍ଚଳରେ କମିଶନରରେଟ ପୋଲିସର ସ୍ୱତନ୍ତ୍ର ସ୍କ୍ୱାର୍ଡ ଏହି  ଏନକାଉଣ୍ଟର କରିଛି।  ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସୁଧାକର  ପାତ୍ର ଓରଫ ଲିପୁ ଓ ମନୋଜ କୁମାର ମହାରଣା ଓରଫ ମଂଗୁ  ଗୁରୁତର ଆହତ ହୋଇଛନ୍ତି।

ଉଭୟଙ୍କ ଗୋଡରେ ବାଜିଛି ଗୁଳି। ସୂଚନା ଅନୁସାରେ, ଗୁରୁତର ଅବସ୍ଥାରେ ଉଭୟଙ୍କୁ କଟକ ଏସସିବିରେ ଭର୍ତ୍ତି କରାଯାଇଛି। ଦୁର୍ଦ୍ଦାନ୍ତ ଅପରାଧି ମଂଗୁ ଓ ଲିପୁଠାରୁ ୨ଟି ବନ୍ଧୁକ ସହ ୧୫ଟି ଗୁଳି  ଜବତ ହୋଇଛି।

ପୂର୍ବରୁ କଟକ ପ୍ରତାପନଗରୀରେ ଘଟିଥିବା  ଗୁଳିକାଣ୍ଡରେ ଏହି ଦୁଣ ଜଣଙ୍କ ସମ୍ପୃକ୍ତି ନେଇ ସନ୍ଦେହ କରାଯାଉଛି।

ସୂଚନାଥାଉ କି, ମାର୍ଚ୍ଚ ୪ ପ୍ରତାପନଗରୀ ଗୁଳିକାଣ୍ଡରେ ୩ ଜଣ ଆହତ ହୋଇଥିଲେ।

ଆହୁରି ପଢ଼ନ୍ତୁ

ଗ୍ୟାଙ୍ଗଷ୍ଟର ବିକାଶ ଦୁବେ ନିହତ

ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ସଫା

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

କରୋନା ଅପ୍‌ଡେଟ୍: ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

‘ମୁହଁ ନ ଖୋଲି ରଥଯାତ୍ରା ବନ୍ଦ କଲେ, ଜଗନ୍ନାଥ ସବୁ ଦେଖୁଛନ୍ତି’

You might also like