ଦୁର୍ଘଟଣାରେ ଚାଲିଗଲା ୨ ଶିକ୍ଷକଙ୍କ ଜୀବନ

ବୌଦ୍ଧ: ବୌଦ୍ଧ ଜିଲ୍ଲା ବୀରନରସିଂହପୁର ବ୍ରିଜ୍‌ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ବାଇକ୍‌କୁ ପଛପଟୁ କାର୍‌ ଧକ୍କା ଦେବାରୁ ୨ ଶିକ୍ଷକଙ୍କ ମୃତ୍ୟୁ ଘଟିଛି।

ସୂଚନା ଅନୁସାରେ, ଆଜି ଶନିବାର ଥିବାରୁ ସକାଳ ସ୍କୁଲ ପାଇଁ ଏକ୍‌ ବାଇକ୍‌ରେ ଅଜିମ୍‌ ଖାନ୍‌ ଓ ଜ୍ୟୋତିର୍ମୟୀ ପ୍ରଧାନ ଉଭୟେ ବୌଦ୍ଧ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟକୁ ଯାଉଥିବା ସମୟରେ କାର୍‌ ସେମାନଙ୍କ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା। ସକାଳ ପ୍ରାୟ ୬ଟା ୩୦ ରୁ ୭ଟା ୩୦ ମଧ୍ୟରେ ଏହି ଦୁର୍ଘଟଣା ଘଟିଥିଲା।

ମୃତ ୨ ଶିକ୍ଷକ ହରଭଙ୍ଗା ବ୍ଲକ ରାମ୍ଭିକଟା ଗାଁର ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like