ଏଟିଏମ୍‌ ଭାଙ୍ଗି ଲୁଟିଲେ

ସୋର: ବାଲେଶ୍ୱର ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡ଼ିଆ ବଜାରରେ ଥିବା ଏକ ଆକ୍ସିସ୍‌ ବ୍ୟାଙ୍କରୁ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି।

ଏଟିଏମ୍‌କୁ ଭାଙ୍ଗି ଲୁଟେରାମାନେ ଲୁଟ୍ କରିଥିବା ଅଭିଯୋଗ ହୋଇଛି। ଦୁଇ ଦିନ ଧରି ଏହି ଏଟିମ୍‌ଟି ବନ୍ଦ ରହିଥିଲା। ତେବେ କେବେ ଏହି ଏଟିଏମ୍‌ଟି ଲୁଟ୍ ହୋଇଛି ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ।

ଏଟିଏମ୍‌ ଭଙ୍ଗା ଯିବା ପରେ ଏଥିରୁ ଟଙ୍କା ଲୁଟ୍ ହୋଇଛି କି ନାହିଁ ତାହା ମଧ୍ୟ ସ୍ପଷ୍ଟ ହୋଇନାହିଁ। ଅନ୍ୟପକ୍ଷରେ, ଘଟଣାସ୍ଥଳରେ ଖଇରା ଥାନାଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ଆହୁରି ପଢ଼ନ୍ତୁ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

ଦିନକରେ ଓଡ଼ିଶାରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

You might also like