କାକଟପୁରରୁ ୟୁପିର ଅନଲାଇନ୍ ଠକ ଗିରଫ

ପୁରୀ  : ପୁରୀ କାକଟପୁରରୁ ଗିରଫ ହୋଇଛି ଉତ୍ତର ପ୍ରଦେଶ କାନପୁର ଅଞ୍ଚଳର ଅନଲାଇନ୍ ଠକ ମନୋଜ ବଞ୍ଜାରା। ମନୋଜ ଅନଲାଇନରେ ବିଭିନ୍ନ ଲୋକଙ୍କୁ ପ୍ରବର୍ତ୍ତାଇ ନିଜ ଆକାଉଣ୍ଟରେ ଟଙ୍କା ଜମା କରୁଥିଲା। ୨୦୧୭ ମସିହାରେ ଭୋପାଳ କ୍ରାଇମ୍‌ ଥାନାରେ ଅଭିଯୋଗ ଆସିବା ପରେ ମନୋଜ ଫେରାର ହୋଇ ଓଡ଼ିଶା ଚାଲି ଆସିଥିଲା।

ମନୋଜ କାକଟପୁରରେ ରହି ବ୍ୟବସାୟ କରୁଥିଲା। ସୂଚନା ପାଇ ଭୋପାଳର ୩ ଜଣିଆ ପୋଲିସ ଟିମ୍ ଗତକାଲି ଚଢ଼ାଇ କରି ମନୋଜକୁ ଗିରଫ କରିଛି।

ଆହୁରି ପଢ଼ନ୍ତୁ

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

‘ମୁହଁ ନ ଖୋଲି ରଥଯାତ୍ରା ବନ୍ଦ କଲେ, ଜଗନ୍ନାଥ ସବୁ ଦେଖୁଛନ୍ତି’

ସୁପ୍ରିମକୋର୍ଟରେ ଝୁଲୁଛି ରଥଯାତ୍ରା ଭାଗ୍ୟ: ଆସନ୍ତାକାଲି ଶୁଣାଣି

ପାର୍କିଂରେ ଜଳିଉଠିଲା କାର

ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ରୋଗୀ ମୃତ୍ୟୁ ଅଭିଯୋଗ

ସାଇକ୍ଲିଙ୍ଗ ଆଣ୍ଡ୍ ଆଡଭେଞ୍ଚର କ୍ଲବର ସାଇକେଲ ଶୋଭାଯାତ୍ରା

ସାର୍ବଜନୀନ ହେବ ଶ୍ରୀମନ୍ଦିର ହୁଣ୍ଡିକୁ ଦାନ ସୁନା ରୂପାର ପରିମାଣ

ଶ୍ରୀଜଗନ୍ନାଥଙ୍କ ହୁଣ୍ଡିରେ ପଡୁଥିବା ଲୁଗା ଓ ଶାଢ଼ୀକୁ ନିଲାମ ପାଇଁ ନିଷ୍ପତ୍ତି

You might also like