ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ

ଜୟପୁର  : ଭିଜିଲାନ୍ସ ଜାଲରେ ନିର୍ବାହୀଯନ୍ତ୍ରୀ। କୋରାପୁଟ ଜିଲ୍ଲା ଜୟପୁର ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ଶିବ ଭୋଳଙ୍କ ଘରେ ଚଢ଼ାଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୈତୃକ ଘର ସମେତ ୧୦ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ ଟିମ୍।

କଟକ ଭିଜିଲାନ୍ସ ଡିଏସପି ନିର୍ମଳ ଚନ୍ଦ୍ର ମହାନ୍ତିଙ୍କ ନେତୃତ୍ୱରେ ୩ଜଣିଆ ଟିମ୍ ଏହି ଚଢାଉ କରୁଛନ୍ତି।

You might also like