ବର୍ଷା, ବଜ୍ରପାତ ନେଇ ୧୦ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର : ବର୍ଷା, ବଜ୍ରପାତ ଓ ଝଡ଼ତୋଫାନ ନେଇ ୧୦ଟି ଜିଲ୍ଲାକୁ ସତର୍କ ସୂଚନା। ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ସମ୍ବଲପୁର, ସୋନପୁର, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ,କଟକ ଓ ଖୋର୍ଦ୍ଧା ଜିଲ୍ଲାକୁ ସତର୍କ ସୂଚନା।

ସନ୍ଧ୍ୟା ୭ଟା୪୫ପର୍ଯ୍ୟନ୍ତ ସତର୍କ ରହିବାକୁ ପାଣିପାଗ ବିଭାଗର ପରାମର୍ଶ। ଏ ସମୟରେ ଘରୁ ନବାହାରିବାକୁ ଲୋକଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

You might also like