ଆଗାମୀ ୪ ଦିନ ପର୍ଯ୍ୟନ୍ତ ତାପମାତ୍ରା ବଢିବ

ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ ବଢୁଛି ଗ୍ରୀଷ୍ମ ତାତି। ଆଜି ରାଜ୍ୟର ୯ଟି ସହରରେ ତାପମାତ୍ରା ରହିଥିଲା ୪୦ଡିଗ୍ରୀ ଉପରେ। ବଲାଙ୍ଗିରରେ ସର୍ବାଧିକ ତାପମାତ୍ରା ୪୨.୬ ଏବଂ ତା ତଳକୁ ଟିଟିଲାଗଡରେ ୪୨.୫ ଡିଗ୍ରୀ ରହିଥିଲା।

ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଆଗାମୀ ୩/୪ ଦିନ ପର୍ଯ୍ୟନ୍ତ ତାପମାତ୍ରା ବଢିବା ସହ ପ୍ରବଳ ଗରମ ଅନୁଭୂତ ହେବ। ଯେ ପର୍ଯ୍ୟନ୍ତ ସାଇକ୍ଲୋନ୍ ସର୍କୁଲେସନ୍ ବା ଟ୍ରପ୍ ଲାଇନ୍ ପଡିନାହିଁ, ସେପର୍ଯ୍ୟନ୍ତ ତାପମାତ୍ରା କମିବାର ସମ୍ଭାବନା କ୍ଷୀଣ।

ଆଜି ରାଜ୍ୟର ୧୩/୧୪ଟି ଜିଲାରେ ଅପରାହ୍ନ ୪ଟାରୁ ରାତି ୯ଟା ମଧ୍ୟରେ କାଳବୈଶାଖୀର ସତର୍କ ସୂଚନା ଜାରି କରିଥିଲା ଭୁବନେଶ୍ୱର ଆଞ୍ଚଳିକା ପାଣିପାଗ କେନ୍ଦ୍ର।

ଆହୁରି ପଢ଼ନ୍ତୁ

ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

କରୋନା ଅପ୍‌ଡେଟ୍: ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

‘ମୁହଁ ନ ଖୋଲି ରଥଯାତ୍ରା ବନ୍ଦ କଲେ, ଜଗନ୍ନାଥ ସବୁ ଦେଖୁଛନ୍ତି’

ସୁପ୍ରିମକୋର୍ଟରେ ଝୁଲୁଛି ରଥଯାତ୍ରା ଭାଗ୍ୟ: ଆସନ୍ତାକାଲି ଶୁଣାଣି

ସହିଦ ଦୁଇ ଓଡ଼ିଆଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

You might also like