କାଳବୈଶାଖୀ ବର୍ଷା ନେଇ ସତର୍କ ସୂଚନା

ଭୁବନେଶ୍ୱର :  କାଳବୈଶାଖୀ ପ୍ରଭାବରେ ଆଜି ରାତିରେ ପ୍ରବଳ ବର୍ଷା ସହ ଘଡ଼ଘଡି ମାରିବାର ସମ୍ଭାବନା। ପ୍ରବଳ ବେଗରେ ପବନ ମଧ୍ୟ ବହିବ। ଏନେଇ ଆଜି ରାତି ୧୦ଟା ୩୦ ପର୍ଯ୍ୟନ୍ତ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ମୁତାବକ ଗଜପତି, ଗଞ୍ଜାମ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ କାଳବୈଶାଖୀ ତାଣ୍ଡବ ରଚିବ। ଏହି ସମୟରେ ପ୍ରବଳ ବର୍ଷା ହେବା ସହିତ ୬୦ରୁ ୭୦ କିମି ବେଗରେ ପବନ ବହିବ।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like