୧୦ ଜିଲ୍ଲା ପାଇଁ ସତର୍କ ସୂଚନା ; ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆଜି ରାତି ୮ଟା ଯାଏ ୧୦ଟି ଜିଲ୍ଲା ପାଇଁ ସତର୍କ ସୂଚନା। ଏହି ୧୦ଟି ଜିଲ୍ଲା ସୁନ୍ଦରଗଡ଼,ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼,ବରଗଡ଼ ,କେନ୍ଦ୍ରାପଡ଼ା, ଯାଜପୁର,ଜଗତସିଂହପୁର,କଟକ ଓ ଖୋର୍ଦ୍ଧାରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏହି ସମୟରେ ଘରୁ ନବାହାରିବାକୁ ଲୋକଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

You might also like