ପୁଞ୍ଜିଲାଲଙ୍କ ରିମାଣ୍ଡ ଅବଧି ଆଜି ଶେଷ

ବଲାଙ୍ଗିରି : ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲଙ୍କ ରିମାଣ୍ଡ ଅବଧି ଆଜି ଶେଷ ହୋଇଛି। ରିମାଣ୍ଡ ଅବଧି ସରିବା ପରେ ଆସନ୍ତାକାଲି ତାଙ୍କୁ ପାଟଣାଗଡ କୋର୍ଟରେ ହାଜର କରାଯିବ।

ଏଥିପାଇଁ କ୍ରାଇମବ୍ରାଞ୍ଚର ଏକ ଟିମ୍ ତାଙ୍କୁ ନେଇ ପାଟଣାଗଡ ଅଭିମୁଖେ ଯାତ୍ରା କରିଛି। ତାଙ୍କୁ ୬ ଦିନିଆ ରିମାଣ୍ଡରେ ଆଣି ପଚରାଉଚୁରା କରୁଥିଲା କ୍ରାଇମବ୍ରାଞ୍ଚ। ଆବଶ୍ୟକ ପଡ଼ିଲେ ପୁଣିଥରେ ରିମାଣ୍ଡରେ ନେଇ ତାଙ୍କୁ ପଚରାଉଚରା କରାଯିବ ବୋଲି ଗତକାଲି ଡିଜିପି କହିଥିଲେ।

ସେପଟେ ଏହି ମାମଲାର ଅଧିକ ପ୍ରମାଣ ଯୋଗାଡ଼ କରିବାରେ ଲାଗିଛି କ୍ରାଇମବ୍ରାଞ୍ଚର ତିନି ଜଣିଆ ଟିମ୍। ଗୋଟିଏ ଟିମ୍ ରାୟପୁର ଯାଇ ଛାନଭିନ୍ ଜାରି ରଖିଥିବା ବେଳେ ଅନ୍ୟ ୨ଟି ଟିମ୍ ଭିନ୍ନ ଭିନ୍ନ ତଥ୍ୟ ପ୍ରମାଣ ଯୋଗାଣରେ ଲାଗିପଡ଼ିଛନ୍ତି।

ଆହୁରି ପଢ଼ନ୍ତୁ

କମ୍ବିଂ ଅପରେସନ୍ ବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

‘ଓଡ଼ିଶାରେ କରୋନା ରି-ଇନ୍‌ଫେକ୍‌ସନ୍ ହେଉଛି ’

You might also like