ଉପରିସ୍ଥ ଅଫିସରଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା

ସମ୍ବଲପୁର: ଆଞ୍ଚଳିକ କୋଇଲା ଖଣି ଭବିଷ୍ୟତ ନିଧି କାର୍ଯ୍ୟାଳୟ(ସିଏମ୍‌ପିଏଫ୍‌ଓ)ରେ ଜଣେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି। ଆଞ୍ଚଳିକ କମିଶନର ଉପେନ୍ଦ୍ର ପଣ୍ଡାଙ୍କ ନାଁରେ ଏହି ଅଭିଯୋଗ ଆସିଛି।

ଅଫିସରେ କାର୍ଯ୍ୟ କରୁଥିବା ଜଣେ ଅସ୍ଥାୟୀ ମହିଳା କର୍ମଚାରୀ ଉପେନ୍ଦ୍ରଙ୍କ ନାଁରେ ଏହି ଅଭିଯୋଗ ଆଣିଛନ୍ତି। ଏ ନେଇ ସେ ଉପରିସ୍ଥ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନାହଁ। ଏପରିକି ଘଟଣା ସମ୍ପର୍କରେ ଥାନାରେ ମଧ୍ୟ ଅଭିଯୋଗ ହୋଇଛି। ହେଲେ ଫଳ ଶୂନ। ତେଣୁ ପୀଡ଼ିତା ଜଣଙ୍କ ରାଜ୍ୟ ମହିଳା କମିଶନଙ୍କୁ ଭେଟି ନ୍ୟାୟ ପାଇଁ ଦାବି କରିଛନ୍ତି।

ଆହୁରି ପଢ଼ନ୍ତୁ

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

IT ଛାତ୍ର ତିଆରି କଲେ ଦେଶୀ ଭେଣ୍ଟିଲେଟର

ପୁଣି ନିର୍ମାଣ ହେବ ପାଥରପୁରୀ ହଷ୍ଟେଲ ପାଚେରୀ

ପ୍ରବଳ ବର୍ଷିବ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଆସିପାରିଲାନି ଆମ୍ବୁଲାନ୍ସ, ଅଧା ବାଟରେ ପ୍ରସବ କଲେ ମହିଳା

ବରମୁଣ୍ଡା ବସ୍ ଷ୍ଟାଣ୍ଡ ହେବ ISBT

ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

You might also like