ରାସ୍ତା କଡ଼ରେ ଶିଶୁକନ୍ୟାକୁ ଜନ୍ମଦେଲେ ମା

ରାୟଗଡ଼ା : ପୁଣି ଜନନୀ ଯନ୍ତ୍ରଣା। କାଳବୈଶାଖୀ ବର୍ଷା ଭିତରେ ରାସ୍ତା କଡ଼ରେ ଶିଶୁକନ୍ୟାକୁ ଜନ୍ମଦେଲେ ମା। ଘଟଣା ଘଟିଛି ରାୟଗଡ଼ା ଜିଲ୍ଲା କଲ୍ୟାଣସିଂପୁର ବ୍ଲକ ପରସାଲି ପଞ୍ଚାୟତ ଟାମକଶୀଳା ଗାଁରେ। ୧୦୮ ଏବଂ ୧୦୨ ଆମ୍ବୁଲାନ୍ସ ନଆସିବାରୁ ଆସନ୍ନ ପ୍ରସବା ପତ୍ନୀଙ୍କୁ ଭାରରେ ବୋହି ୧୦ କିଲୋମିଟର ଦୂର ମେଡ଼ିକାଲକୁ ଆଣିଥିଲେ ବୋଲି ତାଙ୍କ ସ୍ୱାମୀ ଅଭିଯୋଗ କରିଛନ୍ତି।

କିନ୍ତୁ ଜମ୍ବୁଗୁଡ଼ା ଛକ ନିକଟ ନୂଆସାହିରେ ତାଙ୍କ ପତ୍ନୀ ଏକ କନ୍ୟା ସନ୍ତାନକୁ ଜନ୍ମଦେଇଥିଲେ। ଏହାପରେ ଖବର ପାଇ ମେଡ଼ିକାଲ କର୍ତ୍ତୃପକ୍ଷ ଗାଡ଼ି ପଠାଇଥିଲେ।

ଆହୁରି ପଢ଼ନ୍ତୁ

ନଭେମ୍ବରରେ କେମିତି ଚାଲିବ ସରକାରୀ ଅଫିସ, ଆସିଲା ଗାଇଡ୍‌ଲାଇନ୍

କମ୍ବିଂ ଅପରେସନ୍ ବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

You might also like