କୋଦାଳରେ ସ୍ତ୍ରୀକୁ ହାଣି ଦେଲା ନୃଶଂସ ସ୍ୱାମୀ

ଭଦ୍ରକ: ପାରିବାରିକ କଳହର କରୁଣ ପରିଣତି। କୋଦାଳରେ ସ୍ତ୍ରୀକୁ ହାଣି ହତ୍ୟା କଲା ସ୍ୱାମୀ। ଏଭଳି ଅଭାବନୀୟ ଘଟଣା ଭଦ୍ରକ ଜିଲ୍ଲା ଜଗନ୍ନାଥପୁର ପଞ୍ଚାୟତର ମଙ୍ଗଳାପଦା ଗାଁରେ ଘଟିଛି।

ଏହି ଘଟଣା ଘଟିବା ପରେ ହତ୍ୟା କରିଥିବା ଅଭିଯୁକ୍ତ ସ୍ୱାମୀ ଥାନାରେ ଆତ୍ମସମର୍ପଣ କରିଛି। ଏପରିକି ପାରିବାରିକ କଳହକୁ ନେଇ ସେ ତା’ର ସ୍ତ୍ରୀକୁ ହତ୍ୟା କରିଥିବା କଥା ପୋଲିସ ଆଗରେ ସ୍ୱୀକାର କରିଛି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like