ସ୍ୱାମୀକୁ ବଞ୍ଚାଇ ଟଳିପଡ଼ିଲା ସ୍ତ୍ରୀ

ଅନୁଗୁଳ: ଠାକୁରଗଡ଼ ରଇଡ଼ା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକର ଗୁଳିମାଡ଼ରେ ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର।

ସ୍ୱାମୀକୁ ଗୁଳି ବେଳେ ସ୍ତ୍ରୀ ବଞ୍ଚାଇବାକୁ ଯାଇ ଗୁଳିରେ ଟଳି ପଡ଼ିଲେ। ସ୍ୱାମୀ ଗୋଡ଼ରେ ବାଜିଛି ଗୁଳି ବାଜିବା ସହ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ପୂର୍ବ ଶତ୍ରୁତାରୁ ଗୁଳିମାରି ସେହି ଗାଁର ଯୁବକ ଫେରାର ହୋଇଯାଇଥିବାର ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

You might also like