ଛୁ ମାରିବ ଛାଇ

ଭୁବନେଶ୍ୱର : ଆସନ୍ତାକାଲି କିଛି ସମୟ ପାଇଁ ହଜିଯିବ ଛାଇ। ଭୁବନେଶ୍ୱରରେ ଦିନ ୧୧ଟା ୪୩ରେ ଛାଇ ଉଭେଇଯିବ। ଏହି ସମୟରେ ସୂର୍ଯ୍ୟ ଠିକ ମୁଣ୍ଡ ଉପରେ ରହିବ ଏବଂ ଯେକୌଣସି ଲମ୍ବ ଆକାରର ବସ୍ତୁର ବିଲକୁଲ ଛାଇ ଦେଖାଯିବ ନାହିଁ।

ଏହି ଘଟଣାକୁ ଜ୍ୟୋତିର୍ବିଜ୍ଞାନୀ ମାନେ ଶୂନ୍ୟ ଛାୟା ଦିବସ ଭାବେ ନାମିତ କରିଛନ୍ତି। ଭୁବନେଶ୍ୱର ପଠାଣି ସାମନ୍ତ ପ୍ଲାନେଟୋରିୟମ୍‌ରେ ଦିନ ୧୧ଟାରୁ ୧୨ଟା ଯାଏଁ ଶୂନ୍ୟ ଛାୟା ଦେଖିବାର ବ୍ୟବସ୍ଥା କରାଯାଇଛି।

ସେହିପରି କଟକରେ ମେ ୨୨, ବୁର୍ଲାରେ ୨୮ ତାରିଖରେ ଶୂନ୍ୟ ଛାୟା ଦୃଶ୍ୟମାନ ହେବ। ଏହି ଘଟଣା ଏପ୍ରିଲରୁ ଜୁନ୍ ଓ ଜୁନ୍‌ରୁ ଅଗଷ୍ଟ ମଧ୍ୟରେ ବର୍ଷକୁ ୨ଥର ଘଟିଥାଏ ବୋଲି ପଠାଣି ସାମନ୍ତ ପ୍ଲାନେଟାରିୟମ୍‌ର ଉପ-ନିର୍ଦ୍ଦେଶକ ଡ.ଶୁଭେନ୍ଦୁ ପଟ୍ଟନାୟକ  କହିଛନ୍ତି।

ଆହୁରି ପଢ଼ନ୍ତୁ

ଆସନ୍ତାକାଲିଠାରୁ ଫଟାଫଟ୍ କ୍ରିକେଟ୍, କିଏ ମାରିବ ବାଜି?

ଗୀତ ଗାଇ ମନ ମୋହିଲେ କୋରାପୁଟ ଝିଅ ନମିତା

ନିଜ ପାଇଁ ନିଜେ: ଏକା ଏକା ୩ କିଲୋମିଟର କେନାଲ ଖୋଳିଲେ ଚାଷୀ

ଗଛରେ ମାତ୍ର ୪ଟି ପତ୍ର, ଦାମ୍ ଶୁଣିଲେ ହୋସ୍ ଉଡ଼ିଯିବ

Pranab Mukharjee Death: ପ୍ରଣବ ଦା’ ଙ୍କ ପାଞ୍ଚ ଦଶନ୍ଧିର ରାଜନୀତିରେ ପୂର୍ଣ୍ଣଛେଦ

ଚୀନ୍‌ରେ ଏବେ ବି ପୂଜା ପାଉଛନ୍ତି ଏଇ ଭାରତୀୟ

Atal Tunnel Rohtang Explained: ସେପ୍ଟେମ୍ବରରେ ଉଦ୍‌ଘାଟନ ହେବ ବିଶ୍ୱର ସର୍ବବୃହତ ସୁଡ଼ଙ୍ଗପଥ ‘ଅଟଳ ଟନେଲ୍‌‌’

ଜାତୀୟ କ୍ରୀଡ଼ା ଦିବସରେ ‘ହକି ଯାଦୁଗର’ଙ୍କୁ ସଲାମ୍

ଚିତ୍ରକର ଆଙ୍କିଥିଲେ ଜବରଦସ୍ତ ପେଣ୍ଟିଂ; ଲୋକେ କହିଲେ ସୁଶାନ୍ତ ସିଂହ ରାଜପୁତ

ବାପାଙ୍କ ସହ ମିଶି ଅଷ୍ଟମ ଶ୍ରେଣୀର ଛାତ୍ର କଲା ନିଆରା ଉଦ୍ଭାବନ

ବଲିଉଡ୍ କୋରିଓଗ୍ରାଫର ଏବେ ଚା’ ଦୋକାନୀ

୬୨ତମ ଜନ୍ମଦିନରେ ଦୌଡ଼ିଲେ ୬୨.୪ କିଲୋମିଟର୍

You might also like