ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ। ରାଜ୍ୟରେ ଆଜି ୧୦ ହଜାର ୫୨୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୭୭ ପଜିଟିଭ ଚିହ୍ନଟ ହେଲେ

You might also like