୨୪ ଘଣ୍ଟାରେ ଓଡ଼ିଶାରେ ୧୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୧ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

କଟକରୁ ୪, ବଲାଙ୍ଗିର ଓ ଖୋର୍ଦ୍ଧାରୁ ୨ଜଣ ଲେଖାଏ,  କନ୍ଧମାଳ, ମୟୂରଭଞ୍ଜ ଓ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୩୭ ହୋଇଛି।

ପଢ଼ନ୍ତୁ: ଆଜି ସର୍ବାଧିକ ୪,୧୯୮ କରୋନା ଆକ୍ରାନ୍ତ‌ ଚିହ୍ନଟ

ଆହୁରି ପଢ଼ନ୍ତୁ

You might also like