ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୪ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୯୭ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

କଟକ ୩ ଜଣ, ଖୋର୍ଦ୍ଧା, ଯାଜପୁର ଓ କେନ୍ଦ୍ରାପଡ଼ାରୁ ୨ଜଣ ଲେଖାଏ, ବଲାଙ୍ଗିର, ଢେଙ୍କାନାଳ, ଗଜପତି, ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଏବଂ ଭୁବନେଶ୍ୱରରୁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

 

ପଢ଼ନ୍ତୁ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

‘ଓଡ଼ିଶାରେ କରୋନା ରି-ଇନ୍‌ଫେକ୍‌ସନ୍ ହେଉଛି ’

ବ୍ରହ୍ମପୁରରୁ ଦୁବାଇକୁ ଲମ୍ବିଛି IPL ବେଟିଂ, ଜବତ ହେଲା ଲକ୍ଷାଧିକ ଟଙ୍କା

You might also like