ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧,୨୪୫ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

You might also like