କଟକ ସହରରୁ ବାହରିଲେ ଆଉ ୧୬ କରୋନା ପଜିଟିଭ୍‌

କଟକ: କଟକ ମହାନଗର ନିଗମ ଅଞ୍ଚଳରୁ ଆଉ ୧୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୧୬ରୁ ୧୩ ସରକାରୀ କ୍ୱାରେଣ୍ଟିନ୍‌, ଜଣେ ପେଡ୍‌ କ୍ୱାରେଣ୍ଟିନ୍‌ ଓ ୨ଟି ଲୋକାଲ କଣ୍ଟାକ୍ଟ କେସ୍ ରହିଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ କଟକ ମହାନଗର ନିଗମ ଅଞ୍ଚଳରୁ ଏଯାବତ୍‌ ୨୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି। ସେମାନଙ୍କ ମଧ୍ୟରୁ ୩୨ଜଣ ସୁସ୍ଥ ହୋଇଥିବାବେଳେ ୧୯୫ ଜଣ ଚିକିତ୍ସାଧୀନ ଅଛନ୍ତି। ୨ଜଣଙ୍କ ମୃତ୍ୟୁ ଘଟିଛି।

ଆହୁରି ମଧ୍ୟ ପଢ଼ନ୍ତୁ: ଓଡ଼ିଶାରେ ଆଜି ସର୍ବାଧିକ ୭୫୫ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରେ ସବୁଠାରୁ ଅଧିକ

You might also like