ଆଜି କଟକ ସହରରୁ ବାହାରିଲେ ୧୬ ନୂଆ କରୋନା ପଜିଟିଭ୍‌

କଟକ: କଟକ ମହାନଗର ନିଗମ ଅଞ୍ଚଳରୁ ଆଜି ୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୬ ଜଣଙ୍କ ମଧ୍ୟରୁ ୧୪ଜଣ ହୋମ୍ କ୍ୱାରେଣ୍ଟିନ୍‌ରୁ ଓ ୨ଟି ଲୋକାଲ କେସ୍ ରହିଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ କଟକ ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୫୦ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୨୦୦ ଜଣ ସୁସ୍ଥ ହୋଇଛନ୍ତି। ୧୪୩ ଜଣ ଚିକିତ୍ସାଧୀନ ଅଛନ୍ତି ଓ ଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ

ରାଜ୍ୟସଭାରେ କୃଷି ବିଲକୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

‘ଜ୍ୱାଇଁ ମୋ ଝିଅ ବେକରେ ଦଉଡ଼ି ଲଗାଇ ମାରି ଦେଇଛନ୍ତି’ 

ବର୍ଷା ହେବାରୁ ଗଛତଳେ ଆଶ୍ରୟ ନେଇଥିଲେ, ହଠାତ୍‌ ହେଲା ବଜ୍ରପାତ

ଆଜି ପୁଣି ସୁସ୍ଥ ସଂଖ୍ୟା ୪ହଜାର ଟପିଲା

‘କରୋନାରୁ ଆରୋଗ୍ୟ ପରେ ବି ହୋଇପାରେ ସଂକ୍ରମଣ’

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

You might also like