ଓଡ଼ିଶାରେ ୨୪ ଘଣ୍ଟାରେ ଆଖିବୁଜିଲେ ୧୭ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟାରେ ଆଉ ୧୭ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୯୧ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆହୁରି ପଢ଼ନ୍ତୁ