୧୮ ଜିଲ୍ଲାରୁ ଚିହ୍ନଟ ହେଲେ ଆଉ ୧୭୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୭୪ ଜଣ Corona ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୮ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୧୭୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୮ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କେନ୍ଦୁଝରରୁ ୫ଜଣ, ଯାଜପୁରରୁ ୯ଜଣ, ନବରଙ୍ଗପୁରରୁ ୭ଜଣ, ଖୋର୍ଦ୍ଧାରୁ ୧୦ଜଣ, କୋରାପୁଟରୁ ୬ଜଣ, ମାଲକାନଗିରି, ନୂଆପଡ଼ା ଓ ବଲାଙ୍ଗିରରୁ ଜଣେ ଲେଖାଏ, ବାଲେଶ୍ୱରରୁ ୩୪ଜଣ, କଳାହାଣ୍ଡିରୁ ୬ଜଣ, କନ୍ଧମାଳ, ଭଦ୍ରକ ଓ ସୁନ୍ଦରଗଡ଼ରୁ ୩ଜଣ ଲେଖାଏ, ଗଞ୍ଜାମରୁ ୫୬ଜଣ, ବୌଦ୍ଧରୁ ୨ଜଣ, ପୁରୀରୁ ୧୬ଜଣ, କେନ୍ଦ୍ରାପଡ଼ାରୁ ୭ଜଣ ଓ ବରଗଡ଼ରୁ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪,୫୧୨ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧,୪୫୧ଜଣ ଚିକିତ୍ସାଧୀନ ଥିବାବେଳେ ୩,୦୪୭ଜଣ ସୁସ୍ଥ ହୋଇଛନ୍ତି। ତେବେ ୧୧ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୩ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ

Coronavirus Odisha News: ଦିନକରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

Coronavirus Odisha News: ୪ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ଦିନକରେ ଓଡ଼ିଶାରେ ୪,୨୪୧ କରୋନା ପଜିଟିଭ୍‌‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୪୭

Bhubaneswar Corona News: ୩୬୨ କରୋନା ପଜିଟିଭ ଚିହ୍ନଟ, ୨୮୬ ଲୋକାଲ୍‌ କେସ

Corona Update In Odisha: ୨୪ ଘଣ୍ଟାରେ ୪,୨୭୦ ପଜିଟିଭ୍‌ ଚିହ୍ନଟ

୨୪ ଘଣ୍ଟାରେ ଓଡ଼ିଶାରୁ ୩,୫୪୩ କରୋନା ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ଚିହ୍ନଟ

Corona Updates In Odisha: ଦିନକରେ ୩,୨୬୭ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ୮୦୦ରୁ ଅଧିକ

Corona Updates In Odisha: ଦିନକରେ ଚିହ୍ନଟ ହେଲେ ୩,୨୧୯ କରୋନା ପଜିଟିଭ୍‌

୨୪ ଘଣ୍ଟାରେ ଓଡ଼ିଶାରେ ୩,୦୨୫ କରୋନା ଆକ୍ରାନ୍ତ‌ ଚିହ୍ନଟ

Corona Updates In Odisha: ୨୪ ଘଣ୍ଟାରେ ଓଡ଼ିଶାରେ ୨,୬୦୨ କରୋନା ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ

ଚାନ୍ଦବାଲି ବିଧାୟକଙ୍କୁ କରୋନା: Chandbali MLA Byomkesh Ray Tests Covid19 Positive

You might also like