Corona Update In Odisha: ଆଜି ୨ ହଜାର ତଳକୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୧,୯୮୨ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୦୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୧,୯୮୨ ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୫୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୮୨୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୭୦,୩୪୬ରେ ପହଞ୍ଚିଛି।

ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୭ ଆକ୍ରାନ୍ତ

ଆହୁରି ପଢ଼ନ୍ତୁ

୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ନାଗାର୍ଜୁନ ବେଶ

ନାଗାର୍ଜୁନ ବେଶ: ଦ୍ୱାର ଫିଟିଲା, ଦର୍ଶନ ଦେଲେ ପତିତ ଉଦ୍ଧାରକ ପତିତପାବନ

ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ପଛରେ ରହିଛି ଏମିତି ରହସ୍ୟ

ଶ୍ରୀମନ୍ଦିରରେ ବିରଳ ଇତିହାସ ହୋଇ ରହିଯିବ ଏଥରର ଦୁର୍ଲଭ ନାଗାର୍ଜୁନ ବେଶ

‘କୁବେର ବାବୁ’ଙ୍କ ପୁଅକୁ ଧରିଲା ଭିଜିଲାନ୍ସ ଟିମ୍‌

ନୂଆ ନୁହେଁ ବିବାଦ, ପ୍ରସଙ୍ଗରୁ ବାହାରି ଆସିବାରେ ଅରୁଣ ସଫଳ !

ଅଫିସର୍‌ ନୁହଁନ୍ତି ତ ସାକ୍ଷାତ କୁବେର !

ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି

ପରୀ ହତ୍ୟା ଘଟଣା: ଅରୁଣ ସାହୁ କହିଲେ, ମୁଁ ହିଂସାରେ ବିଶ୍ୱାସ କରେନି

ପରୀ ହତ୍ୟା ମାମଲାରେ ମୁହଁ ଖୋଲିଲେ ମନ୍ତ୍ରୀ ଅରୁଣ ସାହୁ

‘ଅରୁଣ ସାହୁଙ୍କୁ ବହିଷ୍କାର କରା ନ ଗଲେ ଗୃହ ଚଳାଇ ଦେବୁନି’

ସମ୍ପନ୍ନ ହେଲା କାଳିଆର ଶେଷକୃତ୍ୟ

You might also like