ଦିନକରେ ୨,୫୪୬ ଆକ୍ରାନ୍ତ‌ ଚିହ୍ନଟ, ଓଡ଼ିଶାରେ ଅଢ଼େଇ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୨,୫୪୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୪୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ୨,୫୪୬ ଆକ୍ରାନ୍ତଙ୍କ ମଧ୍ୟରୁ ୧,୫୦୪ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୦୪୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୨,୨୩୯ରେ ପହଞ୍ଚିଛି।

ଆହୁରି ପଢ଼ନ୍ତୁ

୪ ଦିନ ପରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ !

ରାଜଧାନୀରେ ଠାବ ହେଲା ନକଲି ୱାଟର ବଟ୍‌ଲିଂ କାରଖାନା

କୋଟିଏ ଟଙ୍କାରୁ ଅଧିକ ମୂଲ୍ୟର ଗଞ୍ଜେଇ ଜବତ

ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁଉଛି ବଙ୍ଗୋପସାଗରରେ ସୃଷ୍ଟ ଡିପ୍ରେସନ୍‌

ମାତ୍ର ୬ ମିନିଟ୍‌ରେ ନୟାପଲ୍ଲୀରୁ ଏୟାରପୋର୍ଟ ପହଞ୍ଚିଲା ଆମ୍ବୁଲାନ୍ସ

ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଡ୍ରୟର୍‌ରୁ ମିଳିଲା ଲକ୍ଷାଧିକ ଟଙ୍କା

ଦିନକରେ ଆଖି ବୁଜିଲେ ୧୮ କରୋନା ରୋଗୀ

ଓଡ଼ିଶାରେ ତଳ ମୁହାଁ କରୋନା ଗ୍ରାଫ୍‌, ଦିନକରେ ୧,୭୯୩ ପଜିଟିଭ୍‌ ଚିହ୍ନଟ

ମାଟ୍ରିକ୍‌ ସପ୍ଲିମେଣ୍ଟାରୀରେ ତ୍ରୁଟିପୂର୍ଣ୍ଣ ମୂଲ୍ୟାୟନ: ୩୦ ମାର୍କରୁ ମିଳିଲା ୪୨

ଜାହାଜରୁ ଖସି ପଡ଼ିଲେ ୩ ନାବିକ

ଆଜି ପବିତ୍ର ମହା ସପ୍ତମୀ; ଖାଁ ଖାଁ ଲାଗୁଛି ପୂଜା ମଣ୍ଡପ

ଜେଲ୍‌ ଗଲେ ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ

You might also like