Corona Update In Odisha: ଆଜି ସର୍ବାଧିକ ୪,୧୯୮ କରୋନା ଆକ୍ରାନ୍ତ‌ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୪,୧୯୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Corona Updates In Odisha:

ଚିହ୍ନଟ ନୂଆ ୪,୧୯୮ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୭୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୭୨୨ ରହିଛି।

ଖୋର୍ଦ୍ଧାରୁ ସର୍ବାଧିକ ୭୫୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୫,୦୦୫ରେ ପହଞ୍ଚିଛି।

You might also like