ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ମେଣ୍ଟୁ ଛକରେ ଥିବା ରାଧାକୃଷ୍ଣ ମନ୍ଦିର ପରିସରରେ ଜଣେ ଯୁବକଙ୍କ ମୃତଦେହ ମିଳିଛି। ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି।

ପଥରରେ ଛେଚି ଯୁବକଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ମନ୍ଦିରର ରୋଷଶାଳା ନିକଟରେ ପଡ଼ିଥିବା ମୃତଦେହ ପାଖରେ ଦୁଇଟି ଇଟା ପଡ଼ିଥିବା ଦେଖିବାକୁ ମିଳିଛି।

ମୃତକଙ୍କ ପରିଚୟ ମିଳିପାରି ନଥିବାବେଳେ କିଏ ଓ କାହିଁକି ହତ୍ୟା କଲା ତାହା ମଧ୍ୟ ଜଣାପଡ଼ି ନାହିଁ।

ଆହୁରି ପଢ଼ନ୍ତୁ

ପରୀ ହତ୍ୟା ପ୍ରସଙ୍ଗରେ ସମ୍ବିତଙ୍କ ପ୍ରଶ୍ନ; ଓଡ଼ିଶାର ୯ ଜଣ କଂଗ୍ରେସ ବିଧାୟକ କାହିଁକି ଚୁପ୍ ?

ପରୀ ପ୍ରସଙ୍ଗରେ ଗୃହରେ କାହିଁକି ଚୁପ୍ ରହିଲା କଂଗ୍ରେସ ? କାରଣ କହିଲେ ସାଲୁଜା

କରୋନା ମୃତ୍ୟୁ ସଂଖ୍ୟା କମିଲା; ୫ ରୋଗୀ ଆଖି ବୁଜିଲେ

ରାଜ୍ୟରେ ୫୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଖରିଫ ଧାନକିଣାର ତଦାରଖ କରିବେ ୧୨ ଅଫିସର

ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଆଜି, କ’ଣ ରହିବ ଏହାର ପ୍ରଭାବ, ଜାଣନ୍ତୁ

ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ଶ୍ରୀଜିଉ

କେବେ ଇଡ୍‌ଲିରେ ମଞ୍ଚୁରିଆନ୍‌ ଖାଇଛନ୍ତି କି?

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କାହିଁକି ବିଦା କଲା ବିଜେଡି ?

ବିନା ମାଟିରେ ଚାଷ ସମ୍ଭବ, ବିଶ୍ୱାସ ହେଉନି ? ଦେଖନ୍ତୁ ଭିଡିଓ

ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ନହେଲେ ଆନ୍ଦୋଳନ କରିବ କଂଗ୍ରେସ

ମାସେ ପୂର୍ବରୁ ସରିଲା ଶୀତ ଅଧିବେଶନ; ଗୃହ ମୁଲତବୀକୁ କଂଗ୍ରେସ, ବିଜେପିର ବିରୋଧ

You might also like