ଗଞ୍ଜାମ ପରେ ଯାଜପୁରରେ ସର୍ବସାଧାରଣଙ୍କୁ ସରକାରୀ ଅଫିସ୍‌ ମନା

ଯାଜପୁର: ଗଞ୍ଜାମ ପରେ ଯାଜପୁର ଜିଲ୍ଲାରେ ସର୍ବସାଧାରଣଙ୍କୁ ସରକାରୀ ଅଫିସ୍ ଯିବାକୁ ବାରଣ କରାଯାଇଛି।  ୮ ତାରିଖ ମଧ୍ୟରାତ୍ର ଯାଏ ସାଧାରଣ ଲୋକଙ୍କୁ ସରକାରୀ ଅଫିସ୍ ଯିବାକୁ ବାରଣ କରିଛନ୍ତି ଯାଜପୁର ଜିଲ୍ଲାପାଳ।

୪୮ ଘଣ୍ଟା ମଧ୍ୟରେ ଯାଜପୁରରେ ୮୧ କରୋନା ପଜିଟିଭ ଚିହ୍ନଟ ପରେ ଏଭଳି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି।  ୮୧ ଜଣଙ୍କ ମଧ୍ୟରେ ଜଣେ ବରିଷ୍ଠ ସରକାରୀ ଅଫିସର ଥିବା ସୂଚନା ମିଳିଛି।

ଏଠାରେ ଆମେ ଆପଣଙ୍କୁ କହି ରଖୁଛୁ ଯେ, ଏହା ପୂର୍ବରୁ ଗଞ୍ଜାମରେ ସର୍ବସାଧାରଣଙ୍କୁ ସରକାରୀ ଅଫିସ୍ ଯିବାକୁ ବାରଣ କରାଯାଇଛି।‌ ଗଞ୍ଜାମ ଜିଲ୍ଲାରେ ଥିବା ସବୁ ସରକାରୀ ଅଫିସ୍‌କୁ ସର୍ବସାଧାରଣଙ୍କ ଯିବା ଉପରେ ଜିଲ୍ଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ

ହକି ଦଳର ଅଧିନାୟକ ମନପ୍ରୀତ ଓ ଅନ୍ୟ ୩ ଖେଳାଳିଙ୍କୁ କରୋନା

ଆଜି ସୁସ୍ଥ ହେଲେ ୧୮୧୦ କରୋନା ଆକ୍ରାନ୍ତ

କରୋନା ଲଢ଼େଇରେ ଶିକ୍ଷକଙ୍କ ଅବଦାନକୁ ଭୁଲିଗଲେ କି ସରକାର ?

ଲୋକାୟୁକ୍ତଙ୍କ ନିକଟରେ ହାଜର ହେଲେନି ହେମନ୍ତ ଶର୍ମା

ଭୁବନେଶ୍ୱର ସହରରୁ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ

କରୋନା ମୃତ୍ୟୁର ଅଡିଟ୍ ପାଇଁ ଦାବି କଲେ କଂଗ୍ରେସ ସାଂସଦ

ପଛରେ ପଡ଼ିଲା ଗଞ୍ଜାମ; ଆଜି ଏହି ଜିଲ୍ଲାରେ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଁଖାଇ ପାଇଁ ସଟ୍‌ଡାଉନ୍ ଘୁଞ୍ଚାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ଜୟନାରାୟଣଙ୍କ ଚିଠି

ଅଗଷ୍ଟ ଶେଷରେ ବସିପାରେ ବିଧାନସଭା ମୌସୁମୀ ଅଧିବେଶନ

ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାର ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

କରୋନାରୁ କେବେ ମିଳିବ ମୁକ୍ତି ? ଆସିଲା ଖୁସି ଖବର

‘କରୋନା ତଥ୍ୟ ଲୁଚାଉଛନ୍ତି ରାଜ୍ୟ ସରକାର’

You might also like