ରାଜ୍ୟରେ ସୁସ୍ଥ ହେଲେ ୧୩୦୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ସୁସ୍ଥ ହେଲେ ୧୩୦୫ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୩୯,୨୦୫କୁ ବୃଦ୍ଧି ପାଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ସେହିପରି ଓଡ଼ିଶାରେ ୧,୯୭୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।

You might also like