ସୁସ୍ଥ ହେଲେ ଆଉ ୧୩୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୧୩୭ କରୋନା ଆକ୍ରାନ୍ତ ସୁସ୍ଥ ହେଲେ। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୪,୭୪୩ରେ ପହଞ୍ଚିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ ଯୋଗେ ସୂଚନା ଦେଇଛି।


କେଉଁ ଜିଲ୍ଲାରୁ କେତେ:-

ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୩ ଜଣ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧାରୁ ୨୯, କଟକରୁ ୨୨, ବାଲେଶ୍ୱରରୁ ୧୩, ଯାଜପୁରରୁ ୯, କଳାହାଣ୍ଡିରୁ ୬, ଭଦ୍ରକରୁ ୪ ସୁସ୍ଥ ହୋଇଛନ୍ତି। ମୟୂରଭଞ୍ଜ, ନୟାଗଡ଼ ଓ ପୁରୀରୁ ୩ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ସେହପରି ବୌଦ୍ଧ, ବରଗଡ଼, ଝାରସୁଗୁଡ଼ା, କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁ, ଅନୁଗୁଳ, ବଲାଙ୍ଗିର, ଜଗତସିଂହପୁର, ନୂଆପଡ଼ାରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।

ରାଜ୍ୟରେ ୨୩ ଜିଲ୍ଲାରୁ ୨୬୪ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୭୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୩୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୩୦ ରହିଛି।

ଆହୁରି ପଢ଼ନ୍ତୁ

କରୋନା ମୁକାବିଲା: ଗଞ୍ଜାମ ଗଲେ ୨ IAS , ୬ OAS

ରାଣୀହାଟ ମାଳିସାହିକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍ ଭାବେ ଘୋଷଣା କଲା CMC

ଲୋକସେବା ଭବନ ପ୍ରବେଶ ମନା

ସୁଶାନ୍ତଙ୍କ ଆତ୍ମହତ୍ୟା ମାମଲା; ୯ ଘଣ୍ଟା ଜେରାରେ ଏମିତି ରହସ୍ୟର ପରଦା ଖୋଲିଲେ ଅଭିନେତ୍ରୀ ସଞ୍ଜନା

ଭୁବନେଶ୍ୱରରୁ ଚିହ୍ନଟ ନୂଆ ୨୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୩ଟି ଲୋକାଲ୍ କେସ୍

ଗଞ୍ଜାମ ପରେ ଯାଜପୁରରେ ସର୍ବସାଧାରଣଙ୍କୁ ସରକାରୀ ଅଫିସ୍‌ ମନା

ଛତ୍ରପୁର NAC ୭ ଦିନ ସଟ୍‌ଡାଉନ୍

ରାତି ୯ଟା ବେଳର ମୁଖ୍ୟଖବର

କୋଭିଡ୍ ଗାଇଡ୍‌ଲାଇନ୍ସ‌ ଉଲ୍ଲଘଂନ ଅଭିଯୋଗରେ ବ୍ଲୁ ହ୍ୱିଲ୍ ହସ୍ପିଟାଲ୍ ସିଲ୍‌

ସୁଶାନ୍ତଙ୍କ ପୂର୍ବରୁ ଧୋନିଙ୍କ ଭୂମିକାରେ ଅଭିନୟ କରିବାକୁ ଚାହୁଁଥିଲେ ଏହି ଅଭିନେତା

ସୁଶାନ୍ତଙ୍କ ଆତ୍ମହତ୍ୟାର ସପ୍ତାହକ ପରେ ନୀରବତା ଭାଙ୍ଗିଲେ ସଲମାନ୍‌, ଫ୍ୟାନ୍ସଙ୍କୁ କଲେ ଏମିତି ନିବେଦନ

ଗୁପ୍ତଧନ ପାଇବା ଆଶାରେ କରୁଥିଲେ ପୂଜାର୍ଚ୍ଚନା, ନିର୍ଧୂମ ଛେଚିଲେ ଗାଁ ଲୋକେ

You might also like