ବାଇକ୍‌ ଡିକିରୁ ଲକ୍ଷାଧିକ ଟଙ୍କା ଜବତ

ପୁରୀ: ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଗୋପିନାଥପୁର ଛକରୁ ଏକ ବାଇକ୍‌ ଡିକିରୁ ୧୪ଲକ୍ଷ ୬୮ଜହାର ୫୦୦ଟଙ୍କା ଜବତ ହୋଇଛି। ଫ୍ଲାଇଂ ସ୍କ୍ୱାଡ୍‌ ଏହି ଟଙ୍କା ଜବତ କରିଛି।

ଆଜି ଜିଲ୍ଲା ରିଟର୍ଣ୍ଣିଂ ଅଫିସରଙ୍କ ନେତୃତ୍ୱରେ ଫ୍ଲାଇଂ ସ୍କ୍ୱାଡ୍‌ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା। ଏହି ସମୟରେ ଏକ ବାଇକ୍‌ ଚାଳକଙ୍କ ଉପରେ ସନ୍ଦେହ ହେବାରୁ ବାଇକ୍‌କୁ ଚେକିଂ କରାଯାଇଥିଲା ଓ  ଡିକିରୁ ଏହି ଟଙ୍କା ଜବତ ହୋଇଥିଲା।

ତେବେ ଏହି ଟଙ୍କା କାହାର ଏବଂ କେଉଁଠାକୁ ନିଆଯାଉଥିଲା ସେନେଇ କୌଣସି ସୂଚନା ମିଳିପାରିନାହିଁ। ଏହି ଘଟଣାରେ ପୁଲିସ୍‌ ୨ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।

ଆହୁରି ପଢ଼ନ୍ତୁ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

You might also like