ଜମ୍ମୁକାଶ୍ମୀରରେ କଟକଣା: ଆଜି ସୁପ୍ରିମକୋର୍ଟରେ ଶୁଣାଣି

ଶ୍ରୀନଗର: କାଶ୍ମୀରରେ ଧାରା ୩୭୦ ଉଚ୍ଛେଦ ପରେ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ବିଭିନ୍ନ କଟକଣା ପ୍ରସଙ୍ଗରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହେବ।

ଉପତ୍ୟକାରେ ମୋବାଇଲ ଓ ଇଣ୍ଟରନେଟ୍ ସେବା ବନ୍ଦ କରିବା, ନ୍ୟୁଜ ଚ୍ୟାନେଲ ଉପରେ ଅଙ୍କୁଶ ଲଗାଇବା ଆଦି ପଦକ୍ଷେପକୁ ନେଇ ସୁପ୍ରିମକୋଟରେ ଚ୍ୟାଲେଞ୍ଜ ହୋଇଥିଲା । ସ୍ୱେଛାସେବୀ ତେହସୀନ ପୁନାୱାଲା କେନ୍ଦ୍ର ସରକାରଙ୍କ ଏହି କଟକଣାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

କେନ୍ଦ୍ରର ଏହି ପଦକ୍ଷେପ ସମ୍ବିଧାନର ଧାରା ୧୯ ଓ ୨୧ ଅନ୍ତର୍ଗତ ପ୍ରଦତ୍ତ ମୌଳିକ ଅଧିକାରର ଉଲ୍ଲଂଘନ ବୋଲି ସେ ତାଙ୍କ ଆବେଦନରେ ଦର୍ଶାଇଥିଲେ।  ଗିରଫ ଜାମ୍ମୁ କାଶ୍ମୀରର ଦୁଇ ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତୀ  ଓ ଓମାର ଅବଦୁଲ୍ଲାଙ୍କୁ ମୁକ୍ତ କରିବା ସହିତ ୧୪୪ ଧାରା ପ୍ରତ୍ୟାହାର ପାଇଁ ମଧ୍ୟ ସେ ଆବେଦନ କରିଥିଲେ

ଆହୁରି ପଢ଼ନ୍ତୁ

୬ ବର୍ଷର ବିସ୍ମୟ ବାଳକ ; ପଢୁଛନ୍ତି ଭାଗବତ

ଇଞ୍ଜିନିୟର୍ସ ଡେ’ରେ ଇଞ୍ଜିନିୟରଙ୍କୁ ପିଟିପିଟି ମାରିଦେଲେ

ରାଗିଗଲେ ସାର୍‌; ଛାତ୍ରଛାତ୍ରୀଙ୍କଠାରୁ ଛଡ଼ାଇ ଆଣି ହାତୁଡ଼ିରେ ପିଟି ଭାଙ୍ଗିଦେଲେ ୧୬ ମୋବାଇଲ୍

ଏକଚାଟିଆ ନିଷ୍ପତ୍ତି କେବେ ବି ସଂଘୀୟ ନୀତି ପ୍ରତି ଭଲ ନୁହଁ: ମନମୋହନ ସିଂହ

ମହଙ୍ଗା ପଡ଼ିଲା ଛାତ୍ରୀଙ୍କୁ ଅସଦାଚରଣ ; ନିସ୍ତୁକ ପିଟିଲେ ଲୋକେ

ଗିରଫ ହୋଇପାରନ୍ତି ପୂର୍ବତନ ପୁଲିସ କମିଶନର ରାଜୀବ କୁମାର!

ନେତାଙ୍କୁ କଣ ଆଇନ୍ ମାଫ୍ ? ଲୋକସେବା ଭବନରେ ନୂଆ ଟ୍ରାଫିକ୍ ନିୟମକୁ ଫୁ

ପୁଲିସ ହେବ ତ ଏମିତି ; ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ମେଡିକାଲ ପହଞ୍ଚାଇଲେ ଏସ୍‌ପି

ବିଲରୁ ମହିଳାଙ୍କ କଟାମୁଣ୍ଡ ଉଦ୍ଧାର

ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିଲା ଏୟାରସେଲ-ମ୍ୟାକ୍ସିସ୍ କେସ୍‌ର ଶୁଣାଣି

ପରଲୋକରେ ଜିମ୍ବାୱେ ପ୍ରତିଷ୍ଠାତା ରବର୍ଟ ମୁଗାବେ

ଦଇତାପତି ନିଯୋଗର ନିବେଦନ-‘ସହମତି ଭିତ୍ତିରେ ଉଚ୍ଛେଦ କରାଯାଉ’,

You might also like