କୋଭିଡ୍ ଗାଇଡ୍‌ଲାଇନ୍ସ‌ ଉଲ୍ଲଘଂନ ଅଭିଯୋଗରେ ବ୍ଲୁ ହ୍ୱିଲ୍ ହସ୍ପିଟାଲ୍ ସିଲ୍‌

ଭୁବନେଶ୍ୱର: କୋଭିଡ୍ ଗାଇଡ୍‌ଲାଇନ୍ସ‌ ଉଲ୍ଲଘଂନ ଅଭିଯୋଗରେ ଭୁବନେଶ୍ୱର ମଞ୍ଚେଶ୍ୱର ଅଞ୍ଚଳରେ ଥିବା ବ୍ଲୁ ହ୍ୱିଲ୍ ହସ୍ପିଟାଲ୍‌କୁ ସିଲ୍‌ କରାଯାଇଛି।

ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ହସ୍ପିଟାଲ୍‌କୁ ସିଲ୍‌ କରାଯାଇଛି। ଏହାସହ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ କାରଣ ଦର୍ଶାଅ ନୋଟିସ୍ ମଧ୍ୟ ଜାରି ହୋଇଛି।

blue wheel hospital

ଗତକାଲି ଏହି ହସ୍ପିଟାଲ୍‌ରୁ ୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହି ଘଟଣା ପରେ ବିଏମ୍‌ସି ଏଭଳି ପଦକ୍ଷେପ ନେଇଥିବା ସୂଚନା ମିଳିଛି।

blue wheel hospital

hospital sealed

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like