ଏକଚାଟିଆ ନିଷ୍ପତ୍ତି କେବେ ବି ସଂଘୀୟ ନୀତି ପ୍ରତି ଭଲ ନୁହଁ: ମନମୋହନ ସିଂହ

ନୂଆଦିଲ୍ଲୀ: ପଞ୍ଚଦଶ ଅର୍ଥ କମିଶନ୍‌ର ଟର୍ମ ଅଫ୍ ରେଫରେନ୍ସ ବା ଅନୁଦାନ ନୀତିରେ ପରିବର୍ତ୍ତନ ଆଣିବାବେଳେ ମୁଖ୍ୟମନ୍ତ୍ରୀଙ୍କ ସହ ପରାମର୍ଶ କରିବା ଆବଶ୍ୟକ ବୋଲି ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହ କହିଛନ୍ତି।

ପଞ୍ଚଦଶ ଅର୍ଥ କମିଶନ୍‌ର ଏକ କର୍ମଶାଳାରେ ଯୋଗଦେଇ ମନମୋହନ କହିଛନ୍ତି ଯେ, ଏକଚାଟିଆ ନିଷ୍ପତ୍ତି କେବେ ବି ସଂଘୀୟ ନୀତି ପ୍ରତି ଭଲ ନୁହଁ କି ଏହା ସମବାୟ ଭିତ୍ତିକ ସଂଘ ପ୍ରତି ଅନୁକୂଳ ନୁହେଁ। ଯଦି ଅର୍ଥ କମିଶନ୍‌ର ଟର୍ମ ଅଫ୍ ରେଫରେନ୍ସରେ କିଛି ପରବର୍ତ୍ତନ କରାଗଲା। ଏଥିଲାଗି ମୁଖ୍ୟମନ୍ତ୍ରୀମାନଙ୍କ ପରାମର୍ଶ ନେବା ଆବଶ୍ୟକ ଥିଲା ବୋଲି ସେ କହିଛନ୍ତି।

ଗତ ଜୁଲାଇରେ ରାଜ୍ୟଗୁଡ଼ିକୁ ଅନୁଦାନ ଦେବାକୁ ନେଇ କେନ୍ଦ୍ର ସରକାର ପଞ୍ଚଦଶ ଅର୍ଥ କମିଶନ୍‌ର ନୀତିରେ କେତେକ ପରିବର୍ତ୍ତନ ଆଣିଥିଲେ। ଏହାକୁ ନେଇ ମନମୋହନ ଆଜି ପ୍ରତିକ୍ରିୟା ରଖିଛନ୍ତି।

 

ଆହୁରି ପଢ଼ନ୍ତୁ

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଭାରତର ବନ୍ଧୁ ବୋଲି ପୁଣି ଥରେ ପ୍ରମାଣିତ କଲା ମାଲଦୀପ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

ଗଲୱାନ ସଂଘର୍ଷରେ କେତେ ସୈନିକଙ୍କୁ ହରାଇଛି, ହିସାବ ଦେଲା ଚୀନ

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ସୁଶାନ୍ତଙ୍କ ପୂର୍ବତନ ଟ୍ୟାଲେଣ୍ଟ୍‌ ମ୍ୟାନେଜର କହିଲେ, ଶ୍ରଦ୍ଧାଙ୍କ ପାଇଁ ଅନ୍‌ଲାଇନ୍‌ରେ ଅର୍ଡର କରୁଥିଲେ…

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

You might also like