୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ରୋଗୀ

ଭୁବନେଶ୍ୱର:ଆଜି ରାଜ୍ୟରେ ୧୩ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା ୧, ୨୭୨ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଭୁବନେଶ୍ୱରରେ ୪ ଜଣ କରୋନା ରୋଗୀ ଆଖି ବୁଜିଥିବାବେଳେ ନୂଆପଡ଼ାରେ ୩ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି। ସେହପରି ଝାରସୁଗୁଡ଼ା, କେନ୍ଦୁଝରରେ ୨ ଜଣ ଲେଖାଏ କରୋନା ରୋଗୀ ଆଖି ବୁଜିଛନ୍ତି।

ସୂଚନାଥାଉ କି, ଆଜି ରାଜ୍ୟରେ  ୧,୨୪୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

You might also like