ରାଜ୍ୟରେ ହଜାରେ ଟପିଲା କରୋନା ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର: ଆଜି ରାଜ୍ୟରେ ୨୪ ଘଣ୍ଟାରେ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ହଜାରେ ଟପିଛି। ରାଜ୍ୟରେ ମୃତକଙ୍କ ସଂଖ୍ୟା ୧୦୦୬ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଭୁବନେଶ୍ୱରରୁ ସର୍ବଧିକ ୩ ଜଣଙ୍କର ମୃତ୍ୟୁ ଘଟିଛି। କଟକ ଓ  ଖୋର୍ଦ୍ଧାରୁ ୨ ଜଣ ଲେଖାଏ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

ବାଲେଶ୍ୱର, ବଲାଙ୍ଗୀର, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ମୟୂରଭଞ୍ଜ ଓ ସୁନ୍ଦରଗଡରେ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଥାଉ କି, ଗତ ୨୪ ଘଣ୍ଟା ମଧ୍ୟରେ ୨୮୫୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି।

 

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ଟିକା ମାଗଣାରେ ଦିଆଯିବ କି? ରଣେନ୍ଦ୍ରଙ୍କ ପ୍ରଶ୍ନର ଜବାବ ରଖିଲା ବିଜେପି

ବିଶ୍ୱାସରେ ବିଷ ଦେଇଦେଲେ ସାଙ୍ଗ !

ଥାନା ଅଧିକାରିଣୀଙ୍କ ଶୁଭେଚ୍ଛା ବିଜ୍ଞାପନରେ ବିଧାୟକଙ୍କ ଫଟୋ ଓ ଦଳୀୟ ଚିହ୍ନ

‘ଓଡ଼ିଶା ଲୋକଙ୍କୁ ମାଗଣା ଟିକା ପାଇଁ କଥାଦେବାକୁ ପଛଘୁଞ୍ଚା କାହିଁକି?’

କୋରାପୁଟରେ ମାଓ ବିରୋଧୀ ପୋଷ୍ଟର

ରାସ୍ତାରୁ ଉଠୁ ନାହାନ୍ତି ମହିଳା

ବରମୁଣ୍ଡା ବ୍ରିଜ୍‌ ତଳୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

You might also like